Recent

6/recent/ticker-posts

ଆସୁଛି ଆଉ ୨ ଲଘୁଚାପ

ଲଘୁଚାପ ପ୍ରଭାବରେ ସାରା ରାଜ୍ୟରେ ମୌସୁମୀ ସକ୍ରୀୟ, ଉପକୂଳରୁ ଉତ୍ତର, ଦକ୍ଷିଣରୁ ପଶ୍ଚିମ ସବୁଠି ବର୍ଷା ଜାରି, ଆଜି ପଶ୍ଚିମ ଓ ଦକ୍ଷିଣ ଓଡ଼ିଶାରେ ପ୍ରବଳ ବର୍ଷା ସମ୍ଭାବନା, ୧୨ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର.
ଆସୁଛି ଆଉ ୨ ଲଘୁଚାପ... ଲଘୁଚାପ ପ୍ରଭାବରେ ସାରା ରାଜ୍ୟରେ ବର୍ଷା। ଆଜି ପଶ୍ଚିମ ଓ ଦକ୍ଷିଣ ଓଡ଼ିଶାରେ ବର୍ଷା ସମ୍ଭାବନା। ଆଞ୍ଚଳିକ ପାଣିପାଗ ବିଭାଗର ପୂର୍ବାନୁମାନ, ୪୦% ନିଅଣ୍ଟିଆ ବର୍ଷାକୁ ଭରଣା କରିବ ଆଗାମୀ ୨ ଲଘୁଚାପ!.

Post a Comment

0 Comments