Recent

6/recent/ticker-posts

ଜିଲ୍ଲାରେ ଅତିପ୍ରବଳ ଓ ୧୫ ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା

ଭୁବନେଶ୍ୱର: ରାଜ୍ଯରେ ଆଗାମୀ ଏକ ସପ୍ତାହ ପର୍ଯ୍ଯନ୍ତ ସମଗ୍ର ରାଜ୍ୟରେ ପ୍ରବଳ ବର୍ଷା ଜାରି ରହିବାର ସମ୍ଭବନା ରହିଛି।ଏହି ପରିପ୍ରେକ୍ଷୀରେ ଆଗାମୀ ୨୪ଘଣ୍ଟା ମଧ୍ୟରେ ସମଗ୍ର ରାଜ୍ୟରେ ପ୍ରବଳ ବର୍ଷା ଓ ଅତି ପ୍ରବଳ ବର୍ଷା ସମ୍ଭାବନା ରହିଛି। ତେବେ ୮ଟି ଜିଲ୍ଲାରେ ଅତିପ୍ରବଳ ବର୍ଷା ଏବଂ ୧୫ଟି ଜିଲ୍ଲାରେ ପ୍ରବଳ ବର୍ଷାର ସମ୍ଭାବନା ରହିଛି ବୋଲି ଭୁବନେଶ୍ୱରସ୍ଥିତ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ସୂଚନ ଦିଆଯାଇଛି।

Post a Comment

0 Comments