Recent

6/recent/ticker-posts

ଆସନ୍ତାକାଲିଠାରୁ ଓଡ଼ିଶା ବିଧାନସଭାର ବଜେଟ୍ ଅଧିବେଶନ


ଭୁବନେଶ୍ୱର:-ଆସନ୍ତାକାଲିଠାରୁ ଓଡ଼ିଶା ବିଧାନସଭାର ବଜେଟ୍ ଅଧିବେଶନ
ଆଗାମୀ ବଜେଟ୍ ଅଧିବେଶନ ପାଇଁ ପୂର୍ବାହ୍ନ ୧୧ଟା ୩୦ରେ ସର୍ବଦଳୀୟ ବୈଠକ
ବିଧାନସଭା ପରିସରରେ ବାଚସ୍ପତି ସୁରମା ପାଢ଼ୀଙ୍କ ଅଧ୍ୟକ୍ଷତାରେ ବୈଠକ
ଉଭୟ ଶାସକ ଓ ବିରୋଧୀ ଦଳ ବିଧାୟକଙ୍କ ସହଯୋଗ ଲୋଡ଼ିବେ ବାଚସ୍ପତି
ବିଭିନ୍ନ ଗୁରୁତ୍ୱପୂର୍ଣ୍ଣ ବିଧେୟକରେ ସମନ୍ୱୟ ରକ୍ଷା ପାଇଁ ହୋଇପାରେ ଆଲୋଚନା
ଦୁଇଟି ପର୍ଯ୍ୟାୟରେ ଏପ୍ରିଲ ୮ ତାରିଖ ପର୍ଯ୍ୟନ୍ତ ଚାଲିବ ବଜେଟ୍‌ ଅଧିବେଶନ
ରାଜ୍ୟପାଳଙ୍କ ଅଭିଭାଷଣରୁ ଆରମ୍ଭ ହେବ ବିଧାନସଭା ବଜେଟ୍ ଅଧିବେଶନ
୨୦ରେ ୨୦୨୬-୨୭ ବଜେଟ୍ ଆଗତ କରିବେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ
 # Saradunia News

Post a Comment

0 Comments